ପ୍ରମୂଖ ଖବର
  • ଭାରତ ପାଇଁ ଐତିହାସିକ ଦିନ, ଲଞ୍ଚ ହେଲା ଆକ୍ସିଓମ୍‌ -୪ ମିଶନ୍‌, ମହାକାଶ ଗଲେ ଶୁଭାଂଶୁ ଶୁକ୍ଲା
  • ||
  • ଅନୁଗୁଳ : ହାତୀସ୍କ୍ଵାଡ୍ କର୍ମଚାରୀଙ୍କୁ କଚାଡି ମାରିଲା ହାତୀ, କ୍ଷତିପୂରଣ ଦାବି
  • ||
  • ବୌଦ୍ଧ : ବାର୍‌ହା ମାଂସ ଖାଇ ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରିବା ପଡ଼ିଲା ମହଙ୍ଗା, ଯୁବକ ଗିରଫ
  • ||
  • ଆକ୍ସିଅମ୍-୪ ମିଶନ୍, ଆଜି ମହାକାଶକୁ ଯିବେ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳା
  • ||
  • ବାଲେଶ୍ୱର : ଦିନକ ପରେ ହୋଇଥାନ୍ତା ବାହାଘର, ଟ୍ରକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ
  • ||
  • ୨୮ ଯାଏଁ ରାଜ୍ୟରେ ବଡ଼ ବର୍ଷା, ଆଜି ପାଇଁ ୩ ଜିଲ୍ଲାକୁ ଆଲର୍ଟ
  • ||

ସୁନ୍ଦରଗଡ଼କୁ ବର୍ଷା ପାଇଁ ରେଡ୍ ଆଲର୍ଟ, ପ୍ରଶାସନିକ ସ୍ତରରେ ପ୍ରସ୍ତୁତି ଜୋରଦାର୍

Published By : Harapriya Sethi | June 18, 2025 1:05 PM

ସୁନ୍ଦରଗଡ଼,୧୮/୦୬: ପାଣିପାଗ ବିଭାଗ ପକ୍ଷରୁ ସୁନ୍ଦରଗଡ଼ରେ ପ୍ରବଳ ମାତ୍ରାରେ ବର୍ଷା ହେବ ବୋଲି ରେଡ୍‌ ଆଲର୍ଟ ଜାରି କରାଯାଇଛି । ଏହା ପରେ ପ୍ରଶାସନ ସତର୍କ ହୋଇ ରହିଛନ୍ତି । ଜିଲ୍ଲାପାଳ ଜିଲ୍ଲାର ସମସ୍ତ ବିଡିଓ ଓ ତହସିଲଦାରଙ୍କୁ ଆଲର୍ଟ ରହିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଗତ ୧୭ ତାରିଖ ଦିନ ୧ଟାରୁ ସୁନ୍ଦରଗଡ଼ରେ ବର୍ଷା ଲାଗି ରହିଛି । ଆଜି ମଧ୍ୟ ପ୍ରବଳ ମାତ୍ରାରେ ବର୍ଷା ହେଉଛି । 

ଗରମରେ କଳବଲ ହେଉଥିବା ସୁନ୍ଦରଗଡ଼ ବାସୀ ଲଗାଣ ବର୍ଷା ଯୋଗୁଁ ଗରମରୁ ତ୍ରାହି ପାଇଛନ୍ତି । ଖରିଫ ଚାଷ ପାଇଁ ବର୍ଷାକୁ ଅପେକ୍ଷା କରିଥିବା ଚାଷୀ ଚାଷ କାମ ପାଇଁ ପ୍ରସ୍ତୁତ ହୋଇଛନ୍ତି । ବର୍ଷା ଛାଡ଼ିଲେ ଖରିଫ ଚାଷ କାର୍ଯ୍ୟ ଆରମ୍ଭ କରିବେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.