ପ୍ରମୂଖ ଖବର
  • ମୋହନା : ଭାରସାମ୍ୟ ହରାଇ ଓଲଟିଲା ଅଟୋ, ୧୨ ଯାତ୍ରୀ ଆହତ
  • ||
  • ସୁନ୍ଦରଗଡ଼ : ଚଳନ୍ତା ଟ୍ରେଲରରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ଓ ହେଲପର୍‌
  • ||
  • ବ୍ରହ୍ମପୁର: CBI ଜାଲରେ EPFO ଅଧିକାରୀ, ଡିଜିଟାଲ୍‌ ଦସ୍ତଖତ ପାଇଁ ୧୦ ହଜାର ନେଲା ବେଳେ ଧରାପଡିଲେ
  • ||
  • ସମ୍ବଲପୁର ଜିଲ୍ଲା ଗୋବିନ୍ଦପୁର ଥାନା ଗଡ଼ପୋଷ ଫାଣ୍ଡି ଅଧିନ ମୁଣ୍ଡଲେଷା ଗାଁରେ ହତ୍ୟା, ସ୍ତ୍ରୀକୁ ହାଣିଦେଲା ନୃଶଂସ ସ୍ଵାମୀ
  • ||
  • କଟକ : ଟ୍ରକ୍‌ ପଛରେ ପିଟିହେଲା ବାଇକ୍‌, ଚାଳକ ମୃତ
  • ||
  • ବଲାଙ୍ଗୀର : ବିଦ୍ୟୁତ୍‌ ବିଭାଗର ଅବହେଳା, ଚାଷ ଜମିରୁ ୬ ଫୁଟ ଉଚ୍ଚରେ ଝୁଲୁଛି ଉଚ୍ଚ ସମ୍ପନ୍ନ ବିଦ୍ୟୁତ୍‌ ତାର
  • ||
  • କରିସ୍ମା କପୁରଙ୍କ ପୂର୍ବ ସ୍ୱାମୀ ସଞ୍ଜୟଙ୍କ ଦେହାନ୍ତ, ପୋଲୋ ଖେଳିବା ବେଳେ ହୃଦଘାତ
  • ||
  • ଇରାନ ଉପରେ ଇସ୍ରାଏଲ୍‌ର ଏୟାର ଷ୍ଟ୍ରାଇକ୍‌,ମିଲିଟାରୀ ଏବଂ ନ୍ୟୁକ୍ଲିୟର ବେସ୍ ନଷ୍ଟ,ଅନେକ ବୈଜ୍ଞାନିକ ଏବଂ କମାଣ୍ଡର ମୃତ
  • ||
  • ଭୁବନେଶ୍ୱର : ସାନିଟାରୀ ଦୋକାନରୁ ଲିଟ୍‌, ୨ ଲକ୍ଷ ଟଙ୍କାର ସାମଗ୍ରୀ ନେଇଗଲେ ଦୁର୍ବୃତ୍ତ
  • ||
  • ମୌସୁମୀ ପାଇଁ ରାଜ୍ୟରେ ପାଗ ଅନୁକୂଳ: ୬ ଦିନ ଯାଏ ପ୍ରବଳ ବର୍ଷା ସମ୍ଭାବନା, ୧୫ରୁ ଅଧିକ ବର୍ଷା
  • ||

ଝାରପୋଖରିଆରେ ମର୍ମନ୍ତୁଦ ଦୁର୍ଘଟଣା; ଟ୍ରାକ୍ଟର-ବାଇକ୍ ମୁହାଁମୁହିଁ ଧକ୍କା, ଜଣେ ମୃତ

Published By : Manash Sahoo | June 6, 2025 4:39 PM

ଝରପୋଖରିଆ, ୦୬/୦୬: ମୟୂରଭଞ୍ଜ ଜିଲ୍ଲା ଝାରପୋଖରିଆରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବାଙ୍କଶୋଳ ଠାରେ ଟ୍ରାକ୍ଟର ଓ ବାଇକ୍ ମୁହାଁମୁହିଁ ଧକ୍କା । ଏହି ଭୟଙ୍କର ଦୁର୍ଘଟଣାରେ ଜଣେ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଛି । 

ଶୁକ୍ରବାର ଝାରପୋଖରିଆ ଥାନା ଅନ୍ତର୍ଗତ ବାଙ୍କଶୋଷ ନିକଟରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଏକ ଟ୍ରାକ୍ଟର ଓ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲେ । ଏଥିରେ ବାଇକ୍ ଆରୋହୀ ଜଣକ ଗୁରୁତର ଭାବେ ଆହତ ହୋଇଥିଲେ । ଘଟଣାସ୍ଥଳରୁ ମୁମୂର୍ଷୁ ଅବସ୍ଥାରେ ବାଇକ୍ ଚାଳକଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ଶୀର୍ଶା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ମୃତକ ଜାରକି ଗାଁର ଶୁକଦେବ ବେହେରାଙ୍କ ପୁଅ ତପୁ ବେହେରା ବୋଲି ଜଣାପଡ଼ିଛି । ପୁଲିସ୍ ଘଟଣାର ତଦନ୍ତ କରୁଛି ।...

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.