ପ୍ରମୂଖ ଖବର
  • ଭାରତ ପାଇଁ ଐତିହାସିକ ଦିନ, ଲଞ୍ଚ ହେଲା ଆକ୍ସିଓମ୍‌ -୪ ମିଶନ୍‌, ମହାକାଶ ଗଲେ ଶୁଭାଂଶୁ ଶୁକ୍ଲା
  • ||
  • ଅନୁଗୁଳ : ହାତୀସ୍କ୍ଵାଡ୍ କର୍ମଚାରୀଙ୍କୁ କଚାଡି ମାରିଲା ହାତୀ, କ୍ଷତିପୂରଣ ଦାବି
  • ||
  • ବୌଦ୍ଧ : ବାର୍‌ହା ମାଂସ ଖାଇ ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରିବା ପଡ଼ିଲା ମହଙ୍ଗା, ଯୁବକ ଗିରଫ
  • ||
  • ଆକ୍ସିଅମ୍-୪ ମିଶନ୍, ଆଜି ମହାକାଶକୁ ଯିବେ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳା
  • ||
  • ବାଲେଶ୍ୱର : ଦିନକ ପରେ ହୋଇଥାନ୍ତା ବାହାଘର, ଟ୍ରକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ
  • ||
  • ୨୮ ଯାଏଁ ରାଜ୍ୟରେ ବଡ଼ ବର୍ଷା, ଆଜି ପାଇଁ ୩ ଜିଲ୍ଲାକୁ ଆଲର୍ଟ
  • ||

ସ୍କୁଟିକୁ ବଞ୍ଚାଇବାକୁ ଯାଇ ଗଛକୁ ଧକ୍କା ଦେଲା ୧୦୮ଆମ୍ବୁଲାନ୍ସ , ହେଲପର ଗୁରୁତର

Published By : Gurupada Nath | June 19, 2025 7:36 PM

ମୟୂରଭଞ୍ଜ,୧୯/୬ : ମୟୂରଭଞ୍ଜ ଜିଲ୍ଲା ଦେଇ ଯାଇଥିବା ୧୮ନମ୍ବର ଜାତୀୟ ରାଜପଥ ଅସନ ଯୋଡ଼ା ଛକ ନିକଟରେ ୧୦୮ଆମ୍ବୁଲାନ୍ସ ଗଛକୁ ଧକ୍କା ଦେଲା । ଏଥିରେ ହେଲପର ଗୁରୁତର ହୋଇପଡ଼ିଛି। 

ପ୍ରକାଶ ଯେ, ଜରୁରୀକାଳୀନ ସେବା ଯୋଗାଉଥିବା ଗାଡ଼ି ଦୁର୍ଘଟଣା ଗ୍ରସ୍ତ। ସମ୍ମୁଖ ପଟୁ ଏକ ସ୍କୁଟି ବାହାରିବା ଯୋଗୁଁ ତାକୁ ବଞ୍ଚାଇବାକୁ ଯାଇ ଭାରସାମ୍ୟ ହରାଇ ଗଛରେ ଧକ୍କା ଦେଇଥିଲା। ଫଳରେ ଗାଡ଼ିରେ ଥିବା ହେଲପର ଜଣଙ୍କ ଗୁରୁତର ହୋଇପଡ଼ିଛନ୍ତି । ତାଙ୍କୁ ଅଗ୍ନିଶମ କର୍ମଚାରୀ କଟର ସାହାଯ୍ୟରେ କାଟି ଉଦ୍ଧାର କରି ବାରିପଦା ସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ ମେଡ଼ିକାଲ କଲେଜ ଓ ହସ୍ପିଟାଲକୁ ପଠାଇଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.