ପ୍ରମୂଖ ଖବର
  • ଭାରତ ପାଇଁ ଐତିହାସିକ ଦିନ, ଲଞ୍ଚ ହେଲା ଆକ୍ସିଓମ୍‌ -୪ ମିଶନ୍‌, ମହାକାଶ ଗଲେ ଶୁଭାଂଶୁ ଶୁକ୍ଲା
  • ||
  • ଅନୁଗୁଳ : ହାତୀସ୍କ୍ଵାଡ୍ କର୍ମଚାରୀଙ୍କୁ କଚାଡି ମାରିଲା ହାତୀ, କ୍ଷତିପୂରଣ ଦାବି
  • ||
  • ବୌଦ୍ଧ : ବାର୍‌ହା ମାଂସ ଖାଇ ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରିବା ପଡ଼ିଲା ମହଙ୍ଗା, ଯୁବକ ଗିରଫ
  • ||
  • ଆକ୍ସିଅମ୍-୪ ମିଶନ୍, ଆଜି ମହାକାଶକୁ ଯିବେ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳା
  • ||
  • ବାଲେଶ୍ୱର : ଦିନକ ପରେ ହୋଇଥାନ୍ତା ବାହାଘର, ଟ୍ରକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ
  • ||
  • ୨୮ ଯାଏଁ ରାଜ୍ୟରେ ବଡ଼ ବର୍ଷା, ଆଜି ପାଇଁ ୩ ଜିଲ୍ଲାକୁ ଆଲର୍ଟ
  • ||

ଜଲାପୁଟ ଜଳଭଣ୍ଡାରକୁ ଡେଇଁ ପ୍ରେମୀ ଯୁଗଳଙ୍କ ଆତ୍ମହତ୍ୟା

Published By : Suraj Kumar | June 15, 2025 4:21 PM

କୋରାପୁଟ, ୧୫।୬ : ପଡୁଆ ଥାନା ଅନ୍ତର୍ଗତ ଜଲାପୁଟ ଜଳ ଭଣ୍ଡାରକୁ ଡେଇଁ ଦୁଇ ପ୍ରେମୀ ଯୁଗଳ ଆତ୍ମହତ୍ୟା । ଅଗ୍ନିଶମ ବାହିନୀ ପହଞ୍ଚି ଉଭୟଙ୍କ ମୃତଦେହ ଜଳଭଣ୍ଡାରରୁ ଉଦ୍ଧାର କରିଛି। 

ନନ୍ଦପୁର ବ୍ଲକ ର ଅତଣ୍ଡା ଗ୍ରାମ ପଞ୍ଚାୟତର ଯୁକ୍ତ ଦୁଇ ପଢ଼ୁଥିବା ଜଣେ ଯୁବକ  ଓ ଦଶମ ଶ୍ରେଣୀ ପଢ଼ୁଥିବା ଜଣେ ନାବାଳିକା ପରସ୍ପରକୁ ଭଲ ପାଉଥିଲେ। କୌଣସି କାରଣରୁ ରବିବାର  ଭୋର ସମୟରେ ଜଲାପୁଟ ଡ୍ୟାମ ସଂଲଗ୍ନ ନଦୀକୁ ଡେଇଁ ଆତ୍ମହତ୍ୟା କରିଥିଲେ।  ନନ୍ଦପୁର ଅଗ୍ନିଶ୍ରମ ବାହିନୀ ପହଂଚି ଖୋଜାଖୋଜି କରି  ମୃତଦେହ ଉଦ୍ଧାର କରିଛି। ପଡୁଆ ପୋଲିସ ଘଟଣାର ତଦନ୍ତ କରୁଛି।  

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.