ପ୍ରମୂଖ ଖବର
  • ଭାରତ ପାଇଁ ଐତିହାସିକ ଦିନ, ଲଞ୍ଚ ହେଲା ଆକ୍ସିଓମ୍‌ -୪ ମିଶନ୍‌, ମହାକାଶ ଗଲେ ଶୁଭାଂଶୁ ଶୁକ୍ଲା
  • ||
  • ଅନୁଗୁଳ : ହାତୀସ୍କ୍ଵାଡ୍ କର୍ମଚାରୀଙ୍କୁ କଚାଡି ମାରିଲା ହାତୀ, କ୍ଷତିପୂରଣ ଦାବି
  • ||
  • ବୌଦ୍ଧ : ବାର୍‌ହା ମାଂସ ଖାଇ ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରିବା ପଡ଼ିଲା ମହଙ୍ଗା, ଯୁବକ ଗିରଫ
  • ||
  • ଆକ୍ସିଅମ୍-୪ ମିଶନ୍, ଆଜି ମହାକାଶକୁ ଯିବେ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳା
  • ||
  • ବାଲେଶ୍ୱର : ଦିନକ ପରେ ହୋଇଥାନ୍ତା ବାହାଘର, ଟ୍ରକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ
  • ||
  • ୨୮ ଯାଏଁ ରାଜ୍ୟରେ ବଡ଼ ବର୍ଷା, ଆଜି ପାଇଁ ୩ ଜିଲ୍ଲାକୁ ଆଲର୍ଟ
  • ||

ବିଷାକ୍ତ ଛତୁ ଖାଇ ତିନି ଗୁରୁତର

Published By : Suraj Kumar | June 15, 2025 9:53 PM

ପାପଡାହାଣ୍ଡି, ୧୫।୬ (ଆପ୍ର) : ପାପଡାହାଣ୍ଡି ବ୍ଲକ ସିଲକଗୁଡା ଗ୍ରାମରେ ବିଷାକ୍ତ ଛତୁ ଖାଇ ତିନି ଜଣ ଗୁରୁତର ହୋଇଛନ୍ତି | ସେମାନେ ହେଲେ ଧନୁର୍ଯ୍ୟୟ ହରିଜନ, ଧନୁ ହରିଜନ ଓ ସୁନେମିଆ ହରିଜନ | 

ସୂଚନା ପ୍ରକାରେ ଘର ପଛ ପଟେ ଛତୁ ହୋଇଥିଲା ।  ଏହାକୁ ସକାଳୁ ରୋଷେଇ କରି ତିନି ଜଣ ଖାଇଥିଲେ । ଏହା ପରେ ଝାଡା ବାନ୍ତି ହୋଇ ଗୁରୁତର ହୋଇପଡ଼ିଥିଲେ । ସଙ୍ଗେ ସଙ୍ଗେ ପାପଡାହାଣ୍ଡି ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତି କରାଯାଇଥିଲା । ବର୍ତ୍ତମାନ ସେମାନଙ୍କ ଚିକିତ୍ସା ଜାରି ରହିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.