ପ୍ରମୂଖ ଖବର
  • ମୋହନା : ଭାରସାମ୍ୟ ହରାଇ ଓଲଟିଲା ଅଟୋ, ୧୨ ଯାତ୍ରୀ ଆହତ
  • ||
  • ସୁନ୍ଦରଗଡ଼ : ଚଳନ୍ତା ଟ୍ରେଲରରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ଓ ହେଲପର୍‌
  • ||
  • ବ୍ରହ୍ମପୁର: CBI ଜାଲରେ EPFO ଅଧିକାରୀ, ଡିଜିଟାଲ୍‌ ଦସ୍ତଖତ ପାଇଁ ୧୦ ହଜାର ନେଲା ବେଳେ ଧରାପଡିଲେ
  • ||
  • ସମ୍ବଲପୁର ଜିଲ୍ଲା ଗୋବିନ୍ଦପୁର ଥାନା ଗଡ଼ପୋଷ ଫାଣ୍ଡି ଅଧିନ ମୁଣ୍ଡଲେଷା ଗାଁରେ ହତ୍ୟା, ସ୍ତ୍ରୀକୁ ହାଣିଦେଲା ନୃଶଂସ ସ୍ଵାମୀ
  • ||
  • କଟକ : ଟ୍ରକ୍‌ ପଛରେ ପିଟିହେଲା ବାଇକ୍‌, ଚାଳକ ମୃତ
  • ||
  • ବଲାଙ୍ଗୀର : ବିଦ୍ୟୁତ୍‌ ବିଭାଗର ଅବହେଳା, ଚାଷ ଜମିରୁ ୬ ଫୁଟ ଉଚ୍ଚରେ ଝୁଲୁଛି ଉଚ୍ଚ ସମ୍ପନ୍ନ ବିଦ୍ୟୁତ୍‌ ତାର
  • ||
  • କରିସ୍ମା କପୁରଙ୍କ ପୂର୍ବ ସ୍ୱାମୀ ସଞ୍ଜୟଙ୍କ ଦେହାନ୍ତ, ପୋଲୋ ଖେଳିବା ବେଳେ ହୃଦଘାତ
  • ||
  • ଇରାନ ଉପରେ ଇସ୍ରାଏଲ୍‌ର ଏୟାର ଷ୍ଟ୍ରାଇକ୍‌,ମିଲିଟାରୀ ଏବଂ ନ୍ୟୁକ୍ଲିୟର ବେସ୍ ନଷ୍ଟ,ଅନେକ ବୈଜ୍ଞାନିକ ଏବଂ କମାଣ୍ଡର ମୃତ
  • ||
  • ଭୁବନେଶ୍ୱର : ସାନିଟାରୀ ଦୋକାନରୁ ଲିଟ୍‌, ୨ ଲକ୍ଷ ଟଙ୍କାର ସାମଗ୍ରୀ ନେଇଗଲେ ଦୁର୍ବୃତ୍ତ
  • ||
  • ମୌସୁମୀ ପାଇଁ ରାଜ୍ୟରେ ପାଗ ଅନୁକୂଳ: ୬ ଦିନ ଯାଏ ପ୍ରବଳ ବର୍ଷା ସମ୍ଭାବନା, ୧୫ରୁ ଅଧିକ ବର୍ଷା
  • ||

ବୁଗୁଡ଼ା କଲେଜ୍ ସମ୍ମୁଖ ବିଶ୍ରାମାଗାରରୁ ଅଜଣା ବୃଦ୍ଧଙ୍କ ମୃତଦେହ ଉଦ୍ଧାର

Published By : Rasmita Pradhan | May 30, 2025 11:10 AM

ଦଶପଲ୍ଲା, ୩୦।୫ : ନୟାଗଡ଼ ଜିଲ୍ଲା ଦଶପଲ୍ଲା ବ୍ଲକ ଟାକରା ଗ୍ରାମପଞ୍ଚାୟତ ବୁଗୁଡ଼ା କଲେଜ ସାମ୍ନା ବିଶ୍ରାମାଗାର ଗୃହରୁ ଜଣେ ଅଜଣା ବୃଦ୍ଧଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୁକ୍ରବାର ସକାଳେ ଟିପିସିଓଡିଏଲ୍ କଲେକ୍ସନ୍ ଏଜେଣ୍ଟ ସନ୍ତୋଷ କୁମାର ତ୍ରୀପାଠୀ ମୃତଦେହ ଦେଖି ଗାଁ ଛକରେ କହିଥିଲେ। ଏହାପରେ ଗ୍ରାମବାସୀ ଘଟଣାସ୍ଥଳରେ ପହଞ୍ଚି ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଥିଲେ। 

ସୂଚନାନୁଯାୟୀ, ମୃତ ବୃଦ୍ଧ ଜଣଙ୍କ କିଛିଦିନ ଧରି ଟାକରା ଅଞ୍ଚଳରେ ମାଗିଯାଚି ଖାଇ ବୁଗୁଡ଼ା କଲେଜ ସାମ୍ନା ବିଶ୍ରାମଗୃହରେ ରହୁଥିଲେ। ବୃଦ୍ଧ ଜଣଙ୍କର ଏବେ ମୃତ୍ୟୁ ଘଟିଛି। ଟିପିସିଓଡିଏଲ୍ କଲେକ୍ସନ୍ ଏଜେଣ୍ଟ ସନ୍ତୋଷ କୁମାର ତ୍ରୀପାଠୀ ମୃତଦେହ ଦେଖି ଗାଁ ଛକରେ କହିଥିଲେ। ଏହାପରେ ଗ୍ରାମବାସୀ ଘଟଣାସ୍ଥଳରେ ପହଞ୍ଚି ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛନ୍ତି। ଘଟଣାସ୍ଥଳରେ ଦଶପଲ୍ଲା ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।  


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.