ପ୍ରମୂଖ ଖବର
  • ମୋହନା : ଭାରସାମ୍ୟ ହରାଇ ଓଲଟିଲା ଅଟୋ, ୧୨ ଯାତ୍ରୀ ଆହତ
  • ||
  • ସୁନ୍ଦରଗଡ଼ : ଚଳନ୍ତା ଟ୍ରେଲରରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ଓ ହେଲପର୍‌
  • ||
  • ବ୍ରହ୍ମପୁର: CBI ଜାଲରେ EPFO ଅଧିକାରୀ, ଡିଜିଟାଲ୍‌ ଦସ୍ତଖତ ପାଇଁ ୧୦ ହଜାର ନେଲା ବେଳେ ଧରାପଡିଲେ
  • ||
  • ସମ୍ବଲପୁର ଜିଲ୍ଲା ଗୋବିନ୍ଦପୁର ଥାନା ଗଡ଼ପୋଷ ଫାଣ୍ଡି ଅଧିନ ମୁଣ୍ଡଲେଷା ଗାଁରେ ହତ୍ୟା, ସ୍ତ୍ରୀକୁ ହାଣିଦେଲା ନୃଶଂସ ସ୍ଵାମୀ
  • ||
  • କଟକ : ଟ୍ରକ୍‌ ପଛରେ ପିଟିହେଲା ବାଇକ୍‌, ଚାଳକ ମୃତ
  • ||
  • ବଲାଙ୍ଗୀର : ବିଦ୍ୟୁତ୍‌ ବିଭାଗର ଅବହେଳା, ଚାଷ ଜମିରୁ ୬ ଫୁଟ ଉଚ୍ଚରେ ଝୁଲୁଛି ଉଚ୍ଚ ସମ୍ପନ୍ନ ବିଦ୍ୟୁତ୍‌ ତାର
  • ||
  • କରିସ୍ମା କପୁରଙ୍କ ପୂର୍ବ ସ୍ୱାମୀ ସଞ୍ଜୟଙ୍କ ଦେହାନ୍ତ, ପୋଲୋ ଖେଳିବା ବେଳେ ହୃଦଘାତ
  • ||
  • ଇରାନ ଉପରେ ଇସ୍ରାଏଲ୍‌ର ଏୟାର ଷ୍ଟ୍ରାଇକ୍‌,ମିଲିଟାରୀ ଏବଂ ନ୍ୟୁକ୍ଲିୟର ବେସ୍ ନଷ୍ଟ,ଅନେକ ବୈଜ୍ଞାନିକ ଏବଂ କମାଣ୍ଡର ମୃତ
  • ||
  • ଭୁବନେଶ୍ୱର : ସାନିଟାରୀ ଦୋକାନରୁ ଲିଟ୍‌, ୨ ଲକ୍ଷ ଟଙ୍କାର ସାମଗ୍ରୀ ନେଇଗଲେ ଦୁର୍ବୃତ୍ତ
  • ||
  • ମୌସୁମୀ ପାଇଁ ରାଜ୍ୟରେ ପାଗ ଅନୁକୂଳ: ୬ ଦିନ ଯାଏ ପ୍ରବଳ ବର୍ଷା ସମ୍ଭାବନା, ୧୫ରୁ ଅଧିକ ବର୍ଷା
  • ||

ଧର୍ମଶାଳାରେ ବ୍ୟାପିଲା ଝାଡ଼ାବାନ୍ତି, ଡାକ୍ତରଖାନାରେ ପହଞ୍ଚି ସ୍ଥିତି ପରଖିଲେ ସିଡିଏମଓ

Published By : Anindita Ratha | June 10, 2025 1:51 PM

ଧର୍ମଶାଳା, ୧୦।୬: ଗତ କିଛି ଦିନ ହେଲା ଯାଜପୁର ଜିଲ୍ଲା ଧର୍ମଶାଳା ଅଞ୍ଚଳରେ ବ୍ୟାପିଛି ଝାଡ଼ାବାନ୍ତି।  ମଙ୍ଗଳବାର ଶତାଧିକ ରୋଗୀ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଧର୍ମଶାଳା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ  ଭର୍ତ୍ତି ହୋଇଛନ୍ତି। ଏନେଇ ଖବରପାଇ ଯାଜପୁର ସିଡିଏମଓ ପ୍ରକାଶ ଚନ୍ଦ୍ର ବଳ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ପହଞ୍ଚି ସ୍ଥିତି ପରଖିବା ସହ ଯାଜପୁର ମୁଖ୍ୟ ଚିକିତ୍ସାଳୟରୁ ଏକ ଟିମ୍ ଡକାଇଛନ୍ତି। 

ତେବେ ଋତୁ ପରିବର୍ତ୍ତନ ଯୋଗୁଁ ଆକସ୍ମିକ ଭାବରେ ବିଭିନ୍ନ ଅଞ୍ଚଳରେ ଲୋକମାନେ ଆକ୍ରାନ୍ତ ହେଉଥିବା ସିଡିଏମଓ କହିଛନ୍ତି। ସେପଟେ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଆବଶ୍ୟକୀୟ ପରିମାଣର ଶଯ୍ୟା ନଥିବା କାରଣରୁ ଶତାଧିକ ରୋଗୀ ତଳେ, ମେଡିକାଲର ବାରଣ୍ଡାରେ ଓ ଗଛ ମୂଳେ ସାଲାଇନ୍ ଲଗାଇ ଚିକିତ୍ସିତ ହେଉଥିବା ଦେଖିବାକୁ ମିଳୁଛି। ସେହିପରି ଅଧିକାଂଶ ରୋଗୀ ସୁସ୍ଥ ହୋଇ ଘରକୁ ଫେରିଥିବା ଡାକ୍ତର ମାନସ ରଞ୍ଜନ ସ୍ବାଇଁ କହିଛନ୍ତି ।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.