ପ୍ରମୂଖ ଖବର
  • ଭାରତ ପାଇଁ ଐତିହାସିକ ଦିନ, ଲଞ୍ଚ ହେଲା ଆକ୍ସିଓମ୍‌ -୪ ମିଶନ୍‌, ମହାକାଶ ଗଲେ ଶୁଭାଂଶୁ ଶୁକ୍ଲା
  • ||
  • ଅନୁଗୁଳ : ହାତୀସ୍କ୍ଵାଡ୍ କର୍ମଚାରୀଙ୍କୁ କଚାଡି ମାରିଲା ହାତୀ, କ୍ଷତିପୂରଣ ଦାବି
  • ||
  • ବୌଦ୍ଧ : ବାର୍‌ହା ମାଂସ ଖାଇ ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରିବା ପଡ଼ିଲା ମହଙ୍ଗା, ଯୁବକ ଗିରଫ
  • ||
  • ଆକ୍ସିଅମ୍-୪ ମିଶନ୍, ଆଜି ମହାକାଶକୁ ଯିବେ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳା
  • ||
  • ବାଲେଶ୍ୱର : ଦିନକ ପରେ ହୋଇଥାନ୍ତା ବାହାଘର, ଟ୍ରକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ
  • ||
  • ୨୮ ଯାଏଁ ରାଜ୍ୟରେ ବଡ଼ ବର୍ଷା, ଆଜି ପାଇଁ ୩ ଜିଲ୍ଲାକୁ ଆଲର୍ଟ
  • ||

କୁଳଡିହା ଅଭୟାରଣ୍ୟରେ ହାତୀ ମୃତ୍ୟୁ; ପୋଷ୍ଟମର୍ଟମ ପରେ ପୋତା ଗଲା

Published By : Manash Sahoo | June 17, 2025 5:42 PM

ନୀଳଗିରି,୧୭/୦୬: ବାଲେଶ୍ଵର ଜିଲ୍ଲା ନୀଳଗିରି କୁଳଡିହା ଅଭୟାରଣ୍ୟରେ ହାତୀ ମୃତ୍ୟୁ । ତେଲିପାଳ ପଞ୍ଚାୟତ ପୁଟିବନ୍ଧ ଜଙ୍ଗଲରେ ଏକ ମାଈ  ହାତୀର ମୃତ୍ୟୁ ହୋଇଛି। ବନ ବିଭାଗ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛି । ଘଟଣାସ୍ଥଳରେ ଡିଏଫଓ, ଏସିଏଫ ଉପସ୍ଥିତ ରହିଥିଲେ । ପ୍ରାଣୀଧନ ବିଭାଗର ଚିକିତ୍ସକ ମାନେ ହାତୀର ବ୍ୟବଚ୍ଛେଦ କରିବା ପରେ ଜେସିବି ଲଗାଇ ପୋତି ଦିଆଯାଇଛି । ପୋଷ୍ଟମର୍ଟମ ରିପୋର୍ଟ ଆସିବା ପରେ ମୃତ୍ୟୁର ଅସଲ କାରଣ ଜଣାପଡ଼ିବ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.