ପ୍ରମୂଖ ଖବର
  • ଭାରତ ପାଇଁ ଐତିହାସିକ ଦିନ, ଲଞ୍ଚ ହେଲା ଆକ୍ସିଓମ୍‌ -୪ ମିଶନ୍‌, ମହାକାଶ ଗଲେ ଶୁଭାଂଶୁ ଶୁକ୍ଲା
  • ||
  • ଅନୁଗୁଳ : ହାତୀସ୍କ୍ଵାଡ୍ କର୍ମଚାରୀଙ୍କୁ କଚାଡି ମାରିଲା ହାତୀ, କ୍ଷତିପୂରଣ ଦାବି
  • ||
  • ବୌଦ୍ଧ : ବାର୍‌ହା ମାଂସ ଖାଇ ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରିବା ପଡ଼ିଲା ମହଙ୍ଗା, ଯୁବକ ଗିରଫ
  • ||
  • ଆକ୍ସିଅମ୍-୪ ମିଶନ୍, ଆଜି ମହାକାଶକୁ ଯିବେ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳା
  • ||
  • ବାଲେଶ୍ୱର : ଦିନକ ପରେ ହୋଇଥାନ୍ତା ବାହାଘର, ଟ୍ରକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ
  • ||
  • ୨୮ ଯାଏଁ ରାଜ୍ୟରେ ବଡ଼ ବର୍ଷା, ଆଜି ପାଇଁ ୩ ଜିଲ୍ଲାକୁ ଆଲର୍ଟ
  • ||

ବାଲେଶ୍ୱରରେ ବନ୍ୟା ସ୍ଥିତି ଆଣିଲା ସୁବର୍ଣ୍ଣରେଖା, ୨୦ରୁ ଅଧିକ ଗାଁ ବାହ୍ୟ ଜଗତରୁ ବିଚ୍ଛିନ୍ନ

Published By : Harapriya Sethi | June 21, 2025 9:43 AM

ଜଳେଶ୍ୱର, ୨୧/୦୬: ସୁବର୍ଣ୍ଣରେଖା ନଦୀରେ ବନ୍ୟା ଦେଖା ଦେଇଛି । ରାଜଘାଟ ଠାରେ ଜଳସ୍ତର ବିପଦ ସଂକେତ ଉପରେ ପ୍ରବାହିତ ହେଉଛି । ବିପଦ ସଂକେତ ୧୦. ୩୬ ମିଟର ଥିବା ବେଳେ ଶନିବାର ସକାଳେ ଜଳ ସ୍ତର ୧୧. ୩୩ ମିଟର ରହିଛି । 

ତେବେ ବର୍ତ୍ତମାନ ସମୟରେ ବାଳିଆପାଳ ବ୍ଲକର ୫ଟି ପଞ୍ଚାୟତର ୨୦ରୁ ଅଧିକ ଗାଁ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଛି । ବାଳିଆପାଳ ଜାମକୁଣ୍ଡା ମୁଖ୍ୟରାସ୍ତା ପଞ୍ଚୁ ରୁଖୀଠାରେ ରାସ୍ତା ପାଖାପାଖି ୩୦ ଫୁଟ ଦବିବାକୁ ଲାଗିଲାଣି । ପ୍ରଶାସନ ପକ୍ଷରୁ ବାଲି ବସ୍ତା ପକାଇ ମରାମତି କରାଯାଉଥିବା ଦେଖିବାକୁ ମିଳିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.