ପ୍ରମୂଖ ଖବର
  • ମୋହନା : ଭାରସାମ୍ୟ ହରାଇ ଓଲଟିଲା ଅଟୋ, ୧୨ ଯାତ୍ରୀ ଆହତ
  • ||
  • ସୁନ୍ଦରଗଡ଼ : ଚଳନ୍ତା ଟ୍ରେଲରରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ଓ ହେଲପର୍‌
  • ||
  • ବ୍ରହ୍ମପୁର: CBI ଜାଲରେ EPFO ଅଧିକାରୀ, ଡିଜିଟାଲ୍‌ ଦସ୍ତଖତ ପାଇଁ ୧୦ ହଜାର ନେଲା ବେଳେ ଧରାପଡିଲେ
  • ||
  • ସମ୍ବଲପୁର ଜିଲ୍ଲା ଗୋବିନ୍ଦପୁର ଥାନା ଗଡ଼ପୋଷ ଫାଣ୍ଡି ଅଧିନ ମୁଣ୍ଡଲେଷା ଗାଁରେ ହତ୍ୟା, ସ୍ତ୍ରୀକୁ ହାଣିଦେଲା ନୃଶଂସ ସ୍ଵାମୀ
  • ||
  • କଟକ : ଟ୍ରକ୍‌ ପଛରେ ପିଟିହେଲା ବାଇକ୍‌, ଚାଳକ ମୃତ
  • ||
  • ବଲାଙ୍ଗୀର : ବିଦ୍ୟୁତ୍‌ ବିଭାଗର ଅବହେଳା, ଚାଷ ଜମିରୁ ୬ ଫୁଟ ଉଚ୍ଚରେ ଝୁଲୁଛି ଉଚ୍ଚ ସମ୍ପନ୍ନ ବିଦ୍ୟୁତ୍‌ ତାର
  • ||
  • କରିସ୍ମା କପୁରଙ୍କ ପୂର୍ବ ସ୍ୱାମୀ ସଞ୍ଜୟଙ୍କ ଦେହାନ୍ତ, ପୋଲୋ ଖେଳିବା ବେଳେ ହୃଦଘାତ
  • ||
  • ଇରାନ ଉପରେ ଇସ୍ରାଏଲ୍‌ର ଏୟାର ଷ୍ଟ୍ରାଇକ୍‌,ମିଲିଟାରୀ ଏବଂ ନ୍ୟୁକ୍ଲିୟର ବେସ୍ ନଷ୍ଟ,ଅନେକ ବୈଜ୍ଞାନିକ ଏବଂ କମାଣ୍ଡର ମୃତ
  • ||
  • ଭୁବନେଶ୍ୱର : ସାନିଟାରୀ ଦୋକାନରୁ ଲିଟ୍‌, ୨ ଲକ୍ଷ ଟଙ୍କାର ସାମଗ୍ରୀ ନେଇଗଲେ ଦୁର୍ବୃତ୍ତ
  • ||
  • ମୌସୁମୀ ପାଇଁ ରାଜ୍ୟରେ ପାଗ ଅନୁକୂଳ: ୬ ଦିନ ଯାଏ ପ୍ରବଳ ବର୍ଷା ସମ୍ଭାବନା, ୧୫ରୁ ଅଧିକ ବର୍ଷା
  • ||

ଜଗନ୍ନାଥ ଭକ୍ତଙ୍କ ପାଇଁ ଖୁସି ଖବର ; ଖୋଲିବ ମହାପ୍ରଭୁଙ୍କ ଡିଜିଟାଲ୍ ହୁଣ୍ଡି

Published By : Gurupada Nath | June 7, 2025 11:19 PM

ଭୁବନେଶ୍ବର,୭/୬ :  ଜଗନ୍ନାଥ ଭକ୍ତଙ୍କ ପାଇଁ ଖୁସି ଖବର। ଏଣିକି ଶ୍ରୀ ମନ୍ଦିରକୁ ଦାନ ଦକ୍ଷିଣା ଦେବା ପାଇଁ ଆଉ ଦାତାଙ୍କୁ ପୁରୀ ଆସିବାକୁ ପଡ଼ିବ ନାହିଁ । ଶ୍ରୀ ମନ୍ଦିର ପାଇଁ ଆରମ୍ଭ ହେବ ଡିଜିଟାଲ ହୁଣ୍ଡି । ବିଭିନ୍ନ ବ୍ୟାଙ୍କରେ ମଧ୍ୟ ଡିଜିଟାଲ ହୁଣ୍ଡି ରଖିବାକୁ ଯୋଜନା କରୁଛନ୍ତି ରାଜ୍ୟ ସରକାର । ସବୁ ବ୍ୟାଙ୍କର ସିଏମଡିଙ୍କ ସହ ଆଲୋଚନା ହୋଇଛି । ଏ ନେଇ ଆଇନ ମନ୍ତ୍ରୀ ପୃଥିରାଜ ହରିଚନ୍ଦନ ସୂଚନା ଦେଇଛନ୍ତି  । 

ସେହିଭଳି ସେ କହିଛନ୍ତି ମହାପ୍ରଭୁଙ୍କ ଶୁଖିଲା ଭୋଗ ବିଦେଶକୁ ପଠେଇବା ପାଇଁ ସରକାର ଯୋଜନା କରିଛନ୍ତି । ମୁକ୍ତି ମଣ୍ଡପର ପରାମର୍ଶ କ୍ରମେ ପଦକ୍ଷେପ ଗ୍ରହଣ କରାଯିବ । ଉତ୍ତରପ୍ରଦେଶର ଏକ କୋରିୟର ସଂସ୍ଥା ସହ ଏ ସମ୍ପର୍କରେ ଆଲୋଚନା ହୋଇଛି । 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.