ପ୍ରମୂଖ ଖବର
  • ଭାରତ ପାଇଁ ଐତିହାସିକ ଦିନ, ଲଞ୍ଚ ହେଲା ଆକ୍ସିଓମ୍‌ -୪ ମିଶନ୍‌, ମହାକାଶ ଗଲେ ଶୁଭାଂଶୁ ଶୁକ୍ଲା
  • ||
  • ଅନୁଗୁଳ : ହାତୀସ୍କ୍ଵାଡ୍ କର୍ମଚାରୀଙ୍କୁ କଚାଡି ମାରିଲା ହାତୀ, କ୍ଷତିପୂରଣ ଦାବି
  • ||
  • ବୌଦ୍ଧ : ବାର୍‌ହା ମାଂସ ଖାଇ ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରିବା ପଡ଼ିଲା ମହଙ୍ଗା, ଯୁବକ ଗିରଫ
  • ||
  • ଆକ୍ସିଅମ୍-୪ ମିଶନ୍, ଆଜି ମହାକାଶକୁ ଯିବେ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳା
  • ||
  • ବାଲେଶ୍ୱର : ଦିନକ ପରେ ହୋଇଥାନ୍ତା ବାହାଘର, ଟ୍ରକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ
  • ||
  • ୨୮ ଯାଏଁ ରାଜ୍ୟରେ ବଡ଼ ବର୍ଷା, ଆଜି ପାଇଁ ୩ ଜିଲ୍ଲାକୁ ଆଲର୍ଟ
  • ||

ଭଦ୍ରକ ଗୋଷ୍ଠୀ ସଂଘର୍ଷରେ ମୃତ ସନ୍ତୋଷ ପରିଡାଙ୍କ ପିଲାଙ୍କ ପାଠ ପଢା ଖର୍ଚ୍ଚ ବହନ କରିବେ ସରକାର

Published By : Ladu Kishor | June 12, 2025 4:24 PM

ଭୁବନେଶ୍ୱର ୧୨/୦୬ ଭଦ୍ରକ ତିହିଡି ଥାନା ଅଞ୍ଚଳରେ ଦୁଇ ସମ୍ପ୍ରଦାୟଙ୍କ ମଧ୍ୟରେ ଗଣ୍ଡଗୋଳ ଘଟି ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ବରଣ କରିଥିବା ସନ୍ତୋଷ ପରିଡାଙ୍କ ପିଲାଙ୍କ ପାଠ ପଢା ଖର୍ଚ୍ଚ ସରକାର ବହନ କରିବେ ବୋଲି ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି ।

ଗତକାଲି ଦୋଷୀଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ସହ ସନ୍ତୋଷଙ୍କ ନିକଟ ସମ୍ପର୍କୀୟଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ୧୦ ଲକ୍ଷ ଟଙ୍କା ସହାୟତା ଏବଂ ପରିବାରର ଜଣଙ୍କୁ ନିଯୁକ୍ତି ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.