ପ୍ରମୂଖ ଖବର
  • ଭାରତ ପାଇଁ ଐତିହାସିକ ଦିନ, ଲଞ୍ଚ ହେଲା ଆକ୍ସିଓମ୍‌ -୪ ମିଶନ୍‌, ମହାକାଶ ଗଲେ ଶୁଭାଂଶୁ ଶୁକ୍ଲା
  • ||
  • ଅନୁଗୁଳ : ହାତୀସ୍କ୍ଵାଡ୍ କର୍ମଚାରୀଙ୍କୁ କଚାଡି ମାରିଲା ହାତୀ, କ୍ଷତିପୂରଣ ଦାବି
  • ||
  • ବୌଦ୍ଧ : ବାର୍‌ହା ମାଂସ ଖାଇ ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରିବା ପଡ଼ିଲା ମହଙ୍ଗା, ଯୁବକ ଗିରଫ
  • ||
  • ଆକ୍ସିଅମ୍-୪ ମିଶନ୍, ଆଜି ମହାକାଶକୁ ଯିବେ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳା
  • ||
  • ବାଲେଶ୍ୱର : ଦିନକ ପରେ ହୋଇଥାନ୍ତା ବାହାଘର, ଟ୍ରକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ
  • ||
  • ୨୮ ଯାଏଁ ରାଜ୍ୟରେ ବଡ଼ ବର୍ଷା, ଆଜି ପାଇଁ ୩ ଜିଲ୍ଲାକୁ ଆଲର୍ଟ
  • ||

ତାଣ୍ଡବ ରଚିଲା କାଳବୈଶାଖୀ, ବଜ୍ରପାତରେ ୫୦ରୁ ଊର୍ଦ୍ଧ ଛେଳି ମୃତ

Published By : Gurupada Nath | June 15, 2025 10:11 PM

ଛତ୍ରପୁର,୧୫/୬ :  ଛତ୍ରପୁର ବ୍ଲକ ଚିକଲଖଣ୍ଡି ଗ୍ରାମରେ କିଛି ଛେଳି ଚାଷୀ ଛେଳି ଚରାଇବା ସମୟରେ ବଜ୍ରପାତ ହୋଇଥିଲା । ଫଳରେ ବର୍ଷାରେ ଛେଳିମାନେ ଏକ ଗଛ ମୂଳରେ ରହିଥିବା ସମୟରେ ବଜ୍ରପାତ ହୋଇଥିଲା ଯେଉଁଥିରେ ୫୦ରୁ ଊର୍ଦ୍ଧ ଛେଳିଙ୍କ ମୃତ୍ୟୁ ଘଟିଛି l

ଏକା ଥରକେ ଏତେ ସଂଖ୍ୟକ ଛେଳିଙ୍କ ଜୀବନ ଯିବା ପରେ ଚାଷୀମାନେ ଦୁଃଖରେ ଭାଙ୍ଗି ପଡ଼ିଛନ୍ତି । ଏହାର ଖବର ପାଇ ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ଘଟଣାସ୍ଥଳରେ ପହଞ୍ଚି ଛେଳି ଚରାଉଥିବା ଲୋକଙ୍କ ସହ ଆଲୋଚନା କରିଛନ୍ତି l

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.