ପ୍ରମୂଖ ଖବର
  • ମୋହନା : ଭାରସାମ୍ୟ ହରାଇ ଓଲଟିଲା ଅଟୋ, ୧୨ ଯାତ୍ରୀ ଆହତ
  • ||
  • ସୁନ୍ଦରଗଡ଼ : ଚଳନ୍ତା ଟ୍ରେଲରରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ଓ ହେଲପର୍‌
  • ||
  • ବ୍ରହ୍ମପୁର: CBI ଜାଲରେ EPFO ଅଧିକାରୀ, ଡିଜିଟାଲ୍‌ ଦସ୍ତଖତ ପାଇଁ ୧୦ ହଜାର ନେଲା ବେଳେ ଧରାପଡିଲେ
  • ||
  • ସମ୍ବଲପୁର ଜିଲ୍ଲା ଗୋବିନ୍ଦପୁର ଥାନା ଗଡ଼ପୋଷ ଫାଣ୍ଡି ଅଧିନ ମୁଣ୍ଡଲେଷା ଗାଁରେ ହତ୍ୟା, ସ୍ତ୍ରୀକୁ ହାଣିଦେଲା ନୃଶଂସ ସ୍ଵାମୀ
  • ||
  • କଟକ : ଟ୍ରକ୍‌ ପଛରେ ପିଟିହେଲା ବାଇକ୍‌, ଚାଳକ ମୃତ
  • ||
  • ବଲାଙ୍ଗୀର : ବିଦ୍ୟୁତ୍‌ ବିଭାଗର ଅବହେଳା, ଚାଷ ଜମିରୁ ୬ ଫୁଟ ଉଚ୍ଚରେ ଝୁଲୁଛି ଉଚ୍ଚ ସମ୍ପନ୍ନ ବିଦ୍ୟୁତ୍‌ ତାର
  • ||
  • କରିସ୍ମା କପୁରଙ୍କ ପୂର୍ବ ସ୍ୱାମୀ ସଞ୍ଜୟଙ୍କ ଦେହାନ୍ତ, ପୋଲୋ ଖେଳିବା ବେଳେ ହୃଦଘାତ
  • ||
  • ଇରାନ ଉପରେ ଇସ୍ରାଏଲ୍‌ର ଏୟାର ଷ୍ଟ୍ରାଇକ୍‌,ମିଲିଟାରୀ ଏବଂ ନ୍ୟୁକ୍ଲିୟର ବେସ୍ ନଷ୍ଟ,ଅନେକ ବୈଜ୍ଞାନିକ ଏବଂ କମାଣ୍ଡର ମୃତ
  • ||
  • ଭୁବନେଶ୍ୱର : ସାନିଟାରୀ ଦୋକାନରୁ ଲିଟ୍‌, ୨ ଲକ୍ଷ ଟଙ୍କାର ସାମଗ୍ରୀ ନେଇଗଲେ ଦୁର୍ବୃତ୍ତ
  • ||
  • ମୌସୁମୀ ପାଇଁ ରାଜ୍ୟରେ ପାଗ ଅନୁକୂଳ: ୬ ଦିନ ଯାଏ ପ୍ରବଳ ବର୍ଷା ସମ୍ଭାବନା, ୧୫ରୁ ଅଧିକ ବର୍ଷା
  • ||

ଶାଗ ତୋଳିବା ହେଲା କାଳ, ଗଛରୁ ପଡ଼ି ଚାଲିଗଲା ଜୀବନ

Published By : Rasmita Pradhan | June 9, 2025 10:24 AM

ରାଜଗାଙ୍ଗପୁର, ୯/୭ : ଶାଗ ତୋଳିବା ହେଲା କାଳ। ଗଛରୁ ଖସିପଡ଼ି ଚାଲିଗଲା ଜୀବନ। ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁର ଥାନା ଅନ୍ତର୍ଗତ କୁଟୁନିଆ ପଞ୍ଚାୟତ ସୋନଖାନ ବିର୍ସ।ପଡା ଗ୍ରାମରେ ଏଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣଙ୍କ ହେଉଛନ୍ତି ଉକ୍ତ ଗ୍ରାମର କୁମର ମାଝୀ (୫୫ ବର୍ଷ)।

ପ୍ରାଥମିକ ସୂଚନା ମୁତାବକ, ବିର୍ସ।ପଡା ଗ୍ରାମର କୁମର ମାଝୀ ସୋମବାର ସକାଳୁ ସକାଳୁ ଶାଗ ତୋଳିବା ପାଇଁ ଘରୁ ବାହାରିଥିଲେ। ସେ ଏକ କୁଇଲେର ଗଛ ତଳେ ଅଚେତ ଅବସ୍ଥାରେ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖି ପରିବାର ଲୋକଙ୍କୁ ଖବର ଦେଇଥିଲେ। ତାଙ୍କୁ ତୁରନ୍ତ ଉଦ୍ଧାର କରି ରାଜଗାଙ୍ଗପୁର ସିଏଚସିକୁ ଚିକିତ୍ସା ପାଇଁ ଅଣାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। କୁଇଲେର ଶାଗ ତୋଳିବା ବେଳେ ଗଛରୁ ପଡି ତାଙ୍କ ମୃତ୍ୟୁ ହୋଇଥିବା ନେଇ ପରିବାର ଲୋକେ ଥାନାରେ ଜଣାଇଛନ୍ତି। ପୁଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି। ଶବ ବ୍ୟବଚ୍ଛେଦ ପରେ ମୃତ୍ୟୁର କାରଣ ଜଣାପଡ଼ିବ ବୋଲି କୁହାଯାଉଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.