ପ୍ରମୂଖ ଖବର
  • ଭାରତ ପାଇଁ ଐତିହାସିକ ଦିନ, ଲଞ୍ଚ ହେଲା ଆକ୍ସିଓମ୍‌ -୪ ମିଶନ୍‌, ମହାକାଶ ଗଲେ ଶୁଭାଂଶୁ ଶୁକ୍ଲା
  • ||
  • ଅନୁଗୁଳ : ହାତୀସ୍କ୍ଵାଡ୍ କର୍ମଚାରୀଙ୍କୁ କଚାଡି ମାରିଲା ହାତୀ, କ୍ଷତିପୂରଣ ଦାବି
  • ||
  • ବୌଦ୍ଧ : ବାର୍‌ହା ମାଂସ ଖାଇ ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରିବା ପଡ଼ିଲା ମହଙ୍ଗା, ଯୁବକ ଗିରଫ
  • ||
  • ଆକ୍ସିଅମ୍-୪ ମିଶନ୍, ଆଜି ମହାକାଶକୁ ଯିବେ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳା
  • ||
  • ବାଲେଶ୍ୱର : ଦିନକ ପରେ ହୋଇଥାନ୍ତା ବାହାଘର, ଟ୍ରକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ
  • ||
  • ୨୮ ଯାଏଁ ରାଜ୍ୟରେ ବଡ଼ ବର୍ଷା, ଆଜି ପାଇଁ ୩ ଜିଲ୍ଲାକୁ ଆଲର୍ଟ
  • ||

ମାଟ୍ରିକ ସପ୍ଲିମେଣ୍ଟାରୀ ଓ ଏସଓଏସସି ପରୀକ୍ଷାର୍ଥୀଙ୍କ ଆଡମିଟ କାର୍ଡ ବୋର୍ଡ ୱେବସାଇଟରେ ଉପଲବ୍ଧ

Published By : Suraj Kumar | June 22, 2025 5:27 PM

କଟକ, ୨୨। ୬(ବ୍ୟୁରୋ): ମାଟ୍ରିକ ସପ୍ଲିମେଣ୍ଟାରୀ ଓ ଏସଓଏସସି ପରୀକ୍ଷାର୍ଥୀଙ୍କ ଆଡମିଟ କାର୍ଡ ବୋର୍ଡ ୱେବସାଇଟରେ ଉପଲବ୍ଧ । ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରୁ ଡାଉନଲୋଡ କରି ଆଡମିଟ କାର୍ଡ ନେଇ ପାରିବେ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି।

ମାଟ୍ରିକ ସପ୍ଲିମେଣ୍ଟାରୀ ଓ ଷ୍ଟେଟ ଓପନ ସ୍କୁଲ ସାର୍ଟିଫିକେଟ(ଏସଓଏସସି) ପରୀକ୍ଷା ଆସନ୍ତା ୩୦ ତାରିଖରୁ ଆରମ୍ଭ ହେବ। ୬ଟି ଯାକ ବିଷୟରେ ହେଉଥିବା ଏହି ପରୀକ୍ଷା ଜୁଲାଇ ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ। ଉକ୍ତ ପରୀକ୍ଷା ଲାଗି ଆବେଦନରତ ପରୀକ୍ଷାର୍ଥୀଙ୍କ ଆଡମିଟ କାର୍ଡ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ୱେବସାଇଟରେ ଉପଲବ୍ଧ କରାଯାଇଛି । ଆବେଦନକାରୀ  ବୋର୍ଡ ୱେବସାଇଟରୁ ଡାଉନଲୋଡ କରି ଆଡମିଟ କାର୍ଡ ନେଇ ପାରିବେ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.