ପ୍ରମୂଖ ଖବର
  • ମୋହନା : ଭାରସାମ୍ୟ ହରାଇ ଓଲଟିଲା ଅଟୋ, ୧୨ ଯାତ୍ରୀ ଆହତ
  • ||
  • ସୁନ୍ଦରଗଡ଼ : ଚଳନ୍ତା ଟ୍ରେଲରରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ଓ ହେଲପର୍‌
  • ||
  • ବ୍ରହ୍ମପୁର: CBI ଜାଲରେ EPFO ଅଧିକାରୀ, ଡିଜିଟାଲ୍‌ ଦସ୍ତଖତ ପାଇଁ ୧୦ ହଜାର ନେଲା ବେଳେ ଧରାପଡିଲେ
  • ||
  • ସମ୍ବଲପୁର ଜିଲ୍ଲା ଗୋବିନ୍ଦପୁର ଥାନା ଗଡ଼ପୋଷ ଫାଣ୍ଡି ଅଧିନ ମୁଣ୍ଡଲେଷା ଗାଁରେ ହତ୍ୟା, ସ୍ତ୍ରୀକୁ ହାଣିଦେଲା ନୃଶଂସ ସ୍ଵାମୀ
  • ||
  • କଟକ : ଟ୍ରକ୍‌ ପଛରେ ପିଟିହେଲା ବାଇକ୍‌, ଚାଳକ ମୃତ
  • ||
  • ବଲାଙ୍ଗୀର : ବିଦ୍ୟୁତ୍‌ ବିଭାଗର ଅବହେଳା, ଚାଷ ଜମିରୁ ୬ ଫୁଟ ଉଚ୍ଚରେ ଝୁଲୁଛି ଉଚ୍ଚ ସମ୍ପନ୍ନ ବିଦ୍ୟୁତ୍‌ ତାର
  • ||
  • କରିସ୍ମା କପୁରଙ୍କ ପୂର୍ବ ସ୍ୱାମୀ ସଞ୍ଜୟଙ୍କ ଦେହାନ୍ତ, ପୋଲୋ ଖେଳିବା ବେଳେ ହୃଦଘାତ
  • ||
  • ଇରାନ ଉପରେ ଇସ୍ରାଏଲ୍‌ର ଏୟାର ଷ୍ଟ୍ରାଇକ୍‌,ମିଲିଟାରୀ ଏବଂ ନ୍ୟୁକ୍ଲିୟର ବେସ୍ ନଷ୍ଟ,ଅନେକ ବୈଜ୍ଞାନିକ ଏବଂ କମାଣ୍ଡର ମୃତ
  • ||
  • ଭୁବନେଶ୍ୱର : ସାନିଟାରୀ ଦୋକାନରୁ ଲିଟ୍‌, ୨ ଲକ୍ଷ ଟଙ୍କାର ସାମଗ୍ରୀ ନେଇଗଲେ ଦୁର୍ବୃତ୍ତ
  • ||
  • ମୌସୁମୀ ପାଇଁ ରାଜ୍ୟରେ ପାଗ ଅନୁକୂଳ: ୬ ଦିନ ଯାଏ ପ୍ରବଳ ବର୍ଷା ସମ୍ଭାବନା, ୧୫ରୁ ଅଧିକ ବର୍ଷା
  • ||

ଯାଜପୁରରେ ଝାଡ଼ାବାନ୍ତି ବ୍ୟାପିବା ଘଟଣାର ଅନୁଧ୍ୟାନ କରୁଛନ୍ତି ଡାକ୍ତରୀ ଟିମ୍‌ : ସ୍ବାସ୍ଥ୍ୟ ସଚିବ

Published By : Suraj Kumar | June 11, 2025 7:26 PM

ଭୁବନେଶ୍ବର, ୧୧।୬ :  ଯାଜପୁରରେ  ଝାଡ଼ାବାନ୍ତି ବ୍ୟାପିବା ଘଟଣାକୁ ନେଇ  ଡାକ୍ତରୀ ଟିମ୍‌  ଘଟଣାସ୍ଥଳରେ ପହଞ୍ଚି ସାରିଛନ୍ତି। ଟିମ୍‌ରେ ଡାକ୍ତର, ମାଇକ୍ରୋ ବାୟୋଲୋଜିଷ୍ଟ, ଖାଦ୍ୟ ନିରାପତ୍ତା ଅଧିକାରୀ ଅଛନ୍ତି। କାହିଁକି ଡାଇରିଆ ବ୍ୟାପିଲା ଅନୁଧ୍ୟାନ କରୁଛନ୍ତି ଟିମ୍‌  ବୋଲି  ସ୍ବାସ୍ଥ୍ୟ ସଚିବ ଅଶ୍ବତି ଏସ୍ କହିଛନ୍ତି ।  

ଚିକିତ୍ସା ପାଇଁ ଅତିରିକ୍ତ ମେଡିକାଲ୍‌ ଟିମ୍‌ ପଠା ଯାଉଛି । ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ସବୁ ମନିଟରିଂ କରୁଛନ୍ତି ।ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ସହ ଆଲୋଚନା ଚାଲିଛି । ପାନୀୟ ଜଳ ଉତ୍ସ ସଫା କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଟିମ୍‌ ରିପୋର୍ଟ ଦେବା ପରେ ମୃତାହତ ସଂଖ୍ୟା ଜଣାପଡ଼ିବ ବୋଲି ସ୍ବାସ୍ଥ୍ୟ ସଚିବ କହିଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.