ପ୍ରମୂଖ ଖବର
  • ଭାରତ ପାଇଁ ଐତିହାସିକ ଦିନ, ଲଞ୍ଚ ହେଲା ଆକ୍ସିଓମ୍‌ -୪ ମିଶନ୍‌, ମହାକାଶ ଗଲେ ଶୁଭାଂଶୁ ଶୁକ୍ଲା
  • ||
  • ଅନୁଗୁଳ : ହାତୀସ୍କ୍ଵାଡ୍ କର୍ମଚାରୀଙ୍କୁ କଚାଡି ମାରିଲା ହାତୀ, କ୍ଷତିପୂରଣ ଦାବି
  • ||
  • ବୌଦ୍ଧ : ବାର୍‌ହା ମାଂସ ଖାଇ ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରିବା ପଡ଼ିଲା ମହଙ୍ଗା, ଯୁବକ ଗିରଫ
  • ||
  • ଆକ୍ସିଅମ୍-୪ ମିଶନ୍, ଆଜି ମହାକାଶକୁ ଯିବେ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳା
  • ||
  • ବାଲେଶ୍ୱର : ଦିନକ ପରେ ହୋଇଥାନ୍ତା ବାହାଘର, ଟ୍ରକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ
  • ||
  • ୨୮ ଯାଏଁ ରାଜ୍ୟରେ ବଡ଼ ବର୍ଷା, ଆଜି ପାଇଁ ୩ ଜିଲ୍ଲାକୁ ଆଲର୍ଟ
  • ||

ବଢିଲା ଓମ୍‌ଫେଡ୍‌ କ୍ଷୀରର ଦାମ୍,ଲିଟର ପିଛା ୨ ଟଙ୍କା ବୃଦ୍ଧି

Published By : Anindita Ratha | June 21, 2025 1:15 PM

ଭୁବନେଶ୍ୱର,୨୧/୬: ବଢିଲା ଓମ୍‌ଫେଡ୍‌ କ୍ଷୀରର ଦାମ୍।  ଓମଫେଡ୍ କ୍ଷୀର ଲିଟର ପିଛା ୨ ଟଙ୍କା  ବୃଦ୍ଧି ପାଇଛି ।ଖାଉଟିମାନେ ଲିଟର ପିଛା ୫୨ ଟଙ୍କା ଦେଉଥିଲା ବେଳେ ଏବେ ୫୪ ଟଙ୍କା ଦେବେ।  ଓମଫେଡ ପ୍ରିମିୟମ୍ ଓ ଟୋନ୍ଡ  କ୍ଷୀର ଲିଟର ୨ ଟଙ୍କା ବୃଦ୍ଧି ପାଇଥିବାବେଳେ ଗୋଲ୍ଡ  କ୍ଷୀର ଲିଟର ପ୍ରତି ୪ ଟଙ୍କା ବୃଦ୍ଧି ପାଇଛି । ଗତ ବିଶ୍ବ ଦୁଗ୍ଧ ଦିବସ ପାଳନ ଅବସରରେ କ୍ଷୀର ମୂଲ୍ୟ ବଢିବା ନେଇ  ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.