ପ୍ରମୂଖ ଖବର
  • ମୋହନା : ଭାରସାମ୍ୟ ହରାଇ ଓଲଟିଲା ଅଟୋ, ୧୨ ଯାତ୍ରୀ ଆହତ
  • ||
  • ସୁନ୍ଦରଗଡ଼ : ଚଳନ୍ତା ଟ୍ରେଲରରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ଓ ହେଲପର୍‌
  • ||
  • ବ୍ରହ୍ମପୁର: CBI ଜାଲରେ EPFO ଅଧିକାରୀ, ଡିଜିଟାଲ୍‌ ଦସ୍ତଖତ ପାଇଁ ୧୦ ହଜାର ନେଲା ବେଳେ ଧରାପଡିଲେ
  • ||
  • ସମ୍ବଲପୁର ଜିଲ୍ଲା ଗୋବିନ୍ଦପୁର ଥାନା ଗଡ଼ପୋଷ ଫାଣ୍ଡି ଅଧିନ ମୁଣ୍ଡଲେଷା ଗାଁରେ ହତ୍ୟା, ସ୍ତ୍ରୀକୁ ହାଣିଦେଲା ନୃଶଂସ ସ୍ଵାମୀ
  • ||
  • କଟକ : ଟ୍ରକ୍‌ ପଛରେ ପିଟିହେଲା ବାଇକ୍‌, ଚାଳକ ମୃତ
  • ||
  • ବଲାଙ୍ଗୀର : ବିଦ୍ୟୁତ୍‌ ବିଭାଗର ଅବହେଳା, ଚାଷ ଜମିରୁ ୬ ଫୁଟ ଉଚ୍ଚରେ ଝୁଲୁଛି ଉଚ୍ଚ ସମ୍ପନ୍ନ ବିଦ୍ୟୁତ୍‌ ତାର
  • ||
  • କରିସ୍ମା କପୁରଙ୍କ ପୂର୍ବ ସ୍ୱାମୀ ସଞ୍ଜୟଙ୍କ ଦେହାନ୍ତ, ପୋଲୋ ଖେଳିବା ବେଳେ ହୃଦଘାତ
  • ||
  • ଇରାନ ଉପରେ ଇସ୍ରାଏଲ୍‌ର ଏୟାର ଷ୍ଟ୍ରାଇକ୍‌,ମିଲିଟାରୀ ଏବଂ ନ୍ୟୁକ୍ଲିୟର ବେସ୍ ନଷ୍ଟ,ଅନେକ ବୈଜ୍ଞାନିକ ଏବଂ କମାଣ୍ଡର ମୃତ
  • ||
  • ଭୁବନେଶ୍ୱର : ସାନିଟାରୀ ଦୋକାନରୁ ଲିଟ୍‌, ୨ ଲକ୍ଷ ଟଙ୍କାର ସାମଗ୍ରୀ ନେଇଗଲେ ଦୁର୍ବୃତ୍ତ
  • ||
  • ମୌସୁମୀ ପାଇଁ ରାଜ୍ୟରେ ପାଗ ଅନୁକୂଳ: ୬ ଦିନ ଯାଏ ପ୍ରବଳ ବର୍ଷା ସମ୍ଭାବନା, ୧୫ରୁ ଅଧିକ ବର୍ଷା
  • ||

ସ୍କୁଟିକୁ ଧକ୍କା ଦେଲା ପିକଅପ୍ ଭ୍ୟାନ୍, ଚାଲିଗଲା ୨ ଜୀବନ

Published By : Rasmita Pradhan | May 29, 2025 1:41 PM

ଝାରସୁଗୁଡ଼ା, ୨୯/୦୫ : ସ୍କୁଟିକୁ ଧକ୍କା ଦେଲା ପିକଅପ୍ ଭ୍ୟାନ୍। ଚାଲିଗଲା ୨ ଜୀବନ। ଝାରସୁଗୁଡ଼ା ବାଇପାସ୍ ବିଜୁ ଏକ୍ସପ୍ରେସ୍ ୱେରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏହି ଘଟଣା ପରେ ଉତ୍ତେଜନା ପ୍ରକାଶ ପାଇଛି। ଘଟଣାସ୍ଥଳରେ ସ୍ଥାନୀୟ ଲୋକେ ରାସ୍ତାରୋକ କରିଛନ୍ତି। 

ସୂଚନାନୁଯାୟୀ, ଝାରସୁଗୁଡ଼ା ବାଇପାସ୍ ବିଜୁ ଏକ୍ସପ୍ରେସ୍ ୱେରେ ଦୁଇ ଜଣ ସ୍କୁଟିରେ ଯାଉଥିବା ବେଳେ ଏକ ପିକଅପ୍ ଭ୍ୟାନ୍ ପଛପଟୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ୨ ଜଣଙ୍କର ମୃତ୍ୟୁ ହୋଇଥିଲା। ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ସ୍ଥାନୀୟ ଲୋକେ ପିକଅପ୍ ଭ୍ୟାନ୍‌ରେ ନିଆଁ ଲଗାଇ ରାସ୍ତା ଅବରୋଧ କରି ଆନ୍ଦୋଳନ କରୁଛନ୍ତି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି। ଘଟଣାସ୍ଥଳରେ ଉତ୍ତେଜନା ଜାରି ରହିଛି। ମୃତକଙ୍କ ମଧ୍ୟରୁ ଜଣେ ଗୁଡ଼ିଆ ଟ୍ରାଭେଲ୍ସ ମାଲିକଙ୍କ ଭାଇ ଅଜିତ ସିଂ(୫୨ ବର୍ଷ) ହୋଇଥିବା ବେଳେ ଅନ୍ୟ ଜଣକ ପରିଚୟ ମିଳି ପାରିନାହିଁ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.