ପ୍ରମୂଖ ଖବର
  • ଭାରତ ପାଇଁ ଐତିହାସିକ ଦିନ, ଲଞ୍ଚ ହେଲା ଆକ୍ସିଓମ୍‌ -୪ ମିଶନ୍‌, ମହାକାଶ ଗଲେ ଶୁଭାଂଶୁ ଶୁକ୍ଲା
  • ||
  • ଅନୁଗୁଳ : ହାତୀସ୍କ୍ଵାଡ୍ କର୍ମଚାରୀଙ୍କୁ କଚାଡି ମାରିଲା ହାତୀ, କ୍ଷତିପୂରଣ ଦାବି
  • ||
  • ବୌଦ୍ଧ : ବାର୍‌ହା ମାଂସ ଖାଇ ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରିବା ପଡ଼ିଲା ମହଙ୍ଗା, ଯୁବକ ଗିରଫ
  • ||
  • ଆକ୍ସିଅମ୍-୪ ମିଶନ୍, ଆଜି ମହାକାଶକୁ ଯିବେ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳା
  • ||
  • ବାଲେଶ୍ୱର : ଦିନକ ପରେ ହୋଇଥାନ୍ତା ବାହାଘର, ଟ୍ରକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ
  • ||
  • ୨୮ ଯାଏଁ ରାଜ୍ୟରେ ବଡ଼ ବର୍ଷା, ଆଜି ପାଇଁ ୩ ଜିଲ୍ଲାକୁ ଆଲର୍ଟ
  • ||

ଭୁବନେଶ୍ୱରରେ ପହଞ୍ଚିଲେ ପିଏମ ମୋଦୀ; ଓଡ଼ିଶାକୁ ଭେଟିଦେବେ ୧୯ ହଜାର କୋଟିର ପ୍ରକଳ୍ପ

Published By : Bijay Swain | June 20, 2025 4:20 PM

ଭୁବନେଶ୍ୱର: ରାଜ୍ୟରେ ବିଜେପି ସରକାରର ବର୍ଷ ପୂର୍ତ୍ତି ପାଳନ ପାଇଁ ଭୁବନେଶ୍ୱରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଶୁକ୍ରବାର ଅପରାହ୍ନ ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି। ଏହା ପରେ ପ୍ରଧାନମନ୍ତ୍ରୀ ଜନତା ମଇଦାତରେ ଆୟୋଜିତ ମେଗା ସୋ ଅଭିମୁଖେ ବାହାରିଛନ୍ତି। ଏହି ସମୟରେ ପିଏମ ବିଶାଳ ରୋଡ ସୋ କରିବେ । ଏହା ପରେ ଜନତା ମଇଦାନରେ ଆୟୋଜିତ କାର୍ଯ୍ୟକ୍ରମରେ ଓଡ଼ିଶାକୁ ୧୯ ହଜାର କୋଟିର ପ୍ରକଳ୍ପ ଭେଟିଦେବେ।

ସେପଟେ ପ୍ରଧାନମନ୍ତ୍ରୀଙ୍କ ରୋଡ ସୋ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ବିମାନବନ୍ଦରଠାରୁ ଜନତା ମଇଦା ଯାଏ ବ୍ଲୁ ବୁକ୍ ଅନୁସାରେ ସୁରକ୍ଷା ଅଧିକାରୀଙ୍କ ନିୟୋଜିତ କରାଯାଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.