ପ୍ରମୂଖ ଖବର
  • ମୋହନା : ଭାରସାମ୍ୟ ହରାଇ ଓଲଟିଲା ଅଟୋ, ୧୨ ଯାତ୍ରୀ ଆହତ
  • ||
  • ସୁନ୍ଦରଗଡ଼ : ଚଳନ୍ତା ଟ୍ରେଲରରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ଓ ହେଲପର୍‌
  • ||
  • ବ୍ରହ୍ମପୁର: CBI ଜାଲରେ EPFO ଅଧିକାରୀ, ଡିଜିଟାଲ୍‌ ଦସ୍ତଖତ ପାଇଁ ୧୦ ହଜାର ନେଲା ବେଳେ ଧରାପଡିଲେ
  • ||
  • ସମ୍ବଲପୁର ଜିଲ୍ଲା ଗୋବିନ୍ଦପୁର ଥାନା ଗଡ଼ପୋଷ ଫାଣ୍ଡି ଅଧିନ ମୁଣ୍ଡଲେଷା ଗାଁରେ ହତ୍ୟା, ସ୍ତ୍ରୀକୁ ହାଣିଦେଲା ନୃଶଂସ ସ୍ଵାମୀ
  • ||
  • କଟକ : ଟ୍ରକ୍‌ ପଛରେ ପିଟିହେଲା ବାଇକ୍‌, ଚାଳକ ମୃତ
  • ||
  • ବଲାଙ୍ଗୀର : ବିଦ୍ୟୁତ୍‌ ବିଭାଗର ଅବହେଳା, ଚାଷ ଜମିରୁ ୬ ଫୁଟ ଉଚ୍ଚରେ ଝୁଲୁଛି ଉଚ୍ଚ ସମ୍ପନ୍ନ ବିଦ୍ୟୁତ୍‌ ତାର
  • ||
  • କରିସ୍ମା କପୁରଙ୍କ ପୂର୍ବ ସ୍ୱାମୀ ସଞ୍ଜୟଙ୍କ ଦେହାନ୍ତ, ପୋଲୋ ଖେଳିବା ବେଳେ ହୃଦଘାତ
  • ||
  • ଇରାନ ଉପରେ ଇସ୍ରାଏଲ୍‌ର ଏୟାର ଷ୍ଟ୍ରାଇକ୍‌,ମିଲିଟାରୀ ଏବଂ ନ୍ୟୁକ୍ଲିୟର ବେସ୍ ନଷ୍ଟ,ଅନେକ ବୈଜ୍ଞାନିକ ଏବଂ କମାଣ୍ଡର ମୃତ
  • ||
  • ଭୁବନେଶ୍ୱର : ସାନିଟାରୀ ଦୋକାନରୁ ଲିଟ୍‌, ୨ ଲକ୍ଷ ଟଙ୍କାର ସାମଗ୍ରୀ ନେଇଗଲେ ଦୁର୍ବୃତ୍ତ
  • ||
  • ମୌସୁମୀ ପାଇଁ ରାଜ୍ୟରେ ପାଗ ଅନୁକୂଳ: ୬ ଦିନ ଯାଏ ପ୍ରବଳ ବର୍ଷା ସମ୍ଭାବନା, ୧୫ରୁ ଅଧିକ ବର୍ଷା
  • ||

ଆଗରପଡାରେ ଅଭାବନୀୟ ଘଟଣା, ନାଗ ସାପ କାମୁଡ଼ାରେ ଚାଲିଗଲା ୪ ଶିଶୁର ଜୀବନ

Published By : Prameya | June 10, 2025 1:47 PM

ଭଦ୍ରକ, ୧୦/୬: ୪ ଫୁଟର ନାଗ ସାପ କାମୁଡ଼ାରେ ୪ବର୍ଷ ଶିଶୁର ଚାଲିଗଲା ଜୀବନ। ଏମିତି ଦୁଃଖଦ ଘଟଣା ଘଟିଛି ଭଦ୍ରକ ଜିଲ୍ଲା ଆଗରପଡା କାଦବରାଙ୍ଗ ପଞ୍ଚାୟତ ବନ୍ତଳା ଗ୍ରାମରେ । ପରିବାରଲୋକ ଦୁଃଖରେ ଭାଙ୍ଗି ପଡିଥିବା ବେଳେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

ସୂଚନା ଅନୁଯାୟୀ, ବନ୍ତଳା ଗ୍ରାମର ପ୍ରଦୀପ ପ୍ରଧାନଙ୍କ ୪ବର୍ଷର ପୁଅ ଶିନୁ ପ୍ରଧାନ ସାପ କାମୁଡାରେ ମୃତ୍ୟୁ ଘଟିଛି। ଶିନୁ  ନିଜ ବାଡ଼ିରେ ଖେଳୁଥିବା ବେଳେ ନାଗ ସାପଟି ଏକ ବେଙ୍ଗକୁ କାମୁଡି ଆସୁଥିଲା। ଶିନୁ ସାମ୍ନାକୁ ଆସିଯିବା ଫଳରେ ନାଗ ଶିନୁ ଅଣ୍ଟାକୁ ଚୋଟ ମାରିଥିଲ। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରଯାଇ ଭଦ୍ରକ ମେଡିକାଲ କଲେଜକୁ ନେବା ବାଟ ପ୍ରାଣ ଚାଲିଯାଇଥିଲା। ସେପଟେ ଗାଁ ଲୋକେ ଜାଲରେ ନାଗଟିକୁ କାବୁ କରି ବନ ବିଭାଗକୁ ଦେଇଥିବା ଜଣାପଡିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.