ପ୍ରମୂଖ ଖବର
  • ମୋହନା : ଭାରସାମ୍ୟ ହରାଇ ଓଲଟିଲା ଅଟୋ, ୧୨ ଯାତ୍ରୀ ଆହତ
  • ||
  • ସୁନ୍ଦରଗଡ଼ : ଚଳନ୍ତା ଟ୍ରେଲରରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ଓ ହେଲପର୍‌
  • ||
  • ବ୍ରହ୍ମପୁର: CBI ଜାଲରେ EPFO ଅଧିକାରୀ, ଡିଜିଟାଲ୍‌ ଦସ୍ତଖତ ପାଇଁ ୧୦ ହଜାର ନେଲା ବେଳେ ଧରାପଡିଲେ
  • ||
  • ସମ୍ବଲପୁର ଜିଲ୍ଲା ଗୋବିନ୍ଦପୁର ଥାନା ଗଡ଼ପୋଷ ଫାଣ୍ଡି ଅଧିନ ମୁଣ୍ଡଲେଷା ଗାଁରେ ହତ୍ୟା, ସ୍ତ୍ରୀକୁ ହାଣିଦେଲା ନୃଶଂସ ସ୍ଵାମୀ
  • ||
  • କଟକ : ଟ୍ରକ୍‌ ପଛରେ ପିଟିହେଲା ବାଇକ୍‌, ଚାଳକ ମୃତ
  • ||
  • ବଲାଙ୍ଗୀର : ବିଦ୍ୟୁତ୍‌ ବିଭାଗର ଅବହେଳା, ଚାଷ ଜମିରୁ ୬ ଫୁଟ ଉଚ୍ଚରେ ଝୁଲୁଛି ଉଚ୍ଚ ସମ୍ପନ୍ନ ବିଦ୍ୟୁତ୍‌ ତାର
  • ||
  • କରିସ୍ମା କପୁରଙ୍କ ପୂର୍ବ ସ୍ୱାମୀ ସଞ୍ଜୟଙ୍କ ଦେହାନ୍ତ, ପୋଲୋ ଖେଳିବା ବେଳେ ହୃଦଘାତ
  • ||
  • ଇରାନ ଉପରେ ଇସ୍ରାଏଲ୍‌ର ଏୟାର ଷ୍ଟ୍ରାଇକ୍‌,ମିଲିଟାରୀ ଏବଂ ନ୍ୟୁକ୍ଲିୟର ବେସ୍ ନଷ୍ଟ,ଅନେକ ବୈଜ୍ଞାନିକ ଏବଂ କମାଣ୍ଡର ମୃତ
  • ||
  • ଭୁବନେଶ୍ୱର : ସାନିଟାରୀ ଦୋକାନରୁ ଲିଟ୍‌, ୨ ଲକ୍ଷ ଟଙ୍କାର ସାମଗ୍ରୀ ନେଇଗଲେ ଦୁର୍ବୃତ୍ତ
  • ||
  • ମୌସୁମୀ ପାଇଁ ରାଜ୍ୟରେ ପାଗ ଅନୁକୂଳ: ୬ ଦିନ ଯାଏ ପ୍ରବଳ ବର୍ଷା ସମ୍ଭାବନା, ୧୫ରୁ ଅଧିକ ବର୍ଷା
  • ||

କଣ୍ଟାମାଳ ବ୍ଲକର ବିଭିନ୍ନ ସ୍ଥାନରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ, ସ୍ନାନ କଲେ ଚତୁର୍ଦ୍ଧାମୂର୍ତ୍ତି…

Published By : Ladu Kishor | June 11, 2025 7:01 PM

କଣ୍ଟାମାଳ ୧୧/୦୬ ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ପଲଶାଗୋରା ସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ସ୍ନାନଯାତ୍ରା ଅନୁଷ୍ଠିତ ହୋଇଯାଇଛି । ସକାଳ ୭ ଘଣ୍ଟା ସମୟରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ପହଣ୍ଡି ଆରମ୍ଭ ହୋଇ ଅସ୍ଥାୟୀ ସ୍ନାନ ମଣ୍ଡପରେ ବିଜେ କରାଯାଇଥିଲା। ପରେ ଚନ୍ଦନ, କର୍ପୁର ମିଶ୍ରିତ ୧୦୮ ଗଡୁ ସୁବାସିତ ଜଳରେ ମହାପ୍ରଭୁଙ୍କୁ ବ୍ରାହ୍ମଣ ସେବକ ମାନେ ସ୍ନାନ କରାଇଥିଲେ । ପରେ ମହାପ୍ରଭୁ ଗଜାନନ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଥିଲେ । ସେହିପରି ଘଣ୍ଟାପଡା, କଣ୍ଟାମାଳ, ଋଣ୍ଡିମହୁଲ, ମନମୁଣ୍ଡା, ଆମ୍ବଗାଁ, ଫାସେଡ, ଖୁଣ୍ଟିଗୋରା, ନାରଣପ୍ରସାଦ, ବିର୍ସିଙ୍ଗପୁର, ଟୁରିଦେଉଳ ଠାରେ ମହାପ୍ରଭୁଙ୍କୁ ସ୍ନାନ କରାଯାଇଥିଲା ଓ ମହାପ୍ରଭୁ ଗଜାନନ ବେଶରେ ଦର୍ଶନ ଦେଇଥିଲେ l

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.