ପ୍ରମୂଖ ଖବର
  • ଭାରତ ପାଇଁ ଐତିହାସିକ ଦିନ, ଲଞ୍ଚ ହେଲା ଆକ୍ସିଓମ୍‌ -୪ ମିଶନ୍‌, ମହାକାଶ ଗଲେ ଶୁଭାଂଶୁ ଶୁକ୍ଲା
  • ||
  • ଅନୁଗୁଳ : ହାତୀସ୍କ୍ଵାଡ୍ କର୍ମଚାରୀଙ୍କୁ କଚାଡି ମାରିଲା ହାତୀ, କ୍ଷତିପୂରଣ ଦାବି
  • ||
  • ବୌଦ୍ଧ : ବାର୍‌ହା ମାଂସ ଖାଇ ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରିବା ପଡ଼ିଲା ମହଙ୍ଗା, ଯୁବକ ଗିରଫ
  • ||
  • ଆକ୍ସିଅମ୍-୪ ମିଶନ୍, ଆଜି ମହାକାଶକୁ ଯିବେ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳା
  • ||
  • ବାଲେଶ୍ୱର : ଦିନକ ପରେ ହୋଇଥାନ୍ତା ବାହାଘର, ଟ୍ରକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ
  • ||
  • ୨୮ ଯାଏଁ ରାଜ୍ୟରେ ବଡ଼ ବର୍ଷା, ଆଜି ପାଇଁ ୩ ଜିଲ୍ଲାକୁ ଆଲର୍ଟ
  • ||

ପାଟନାରେ ପୂର୍ବାଞ୍ଚଳ ଶକ୍ତି ମନ୍ତ୍ରୀ ସମ୍ମିଳନୀ, ଆଜି ଯୋଗ ଦେବେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ

Published By : Prameya | June 24, 2025 9:17 AM

ଭୁବନେଶ୍ୱର ୨୪/୦୬: ଆଜି ବିହାରର ପାଟନାରେ  ପୂର୍ବାଞ୍ଚଳ ଶକ୍ତି ମନ୍ତ୍ରୀମାନଙ୍କ ସମ୍ମିଳନୀ ଅନୁଷ୍ଠିତ  ହେବ । ଏହି ସମ୍ମିଳନୀରେ ନୂଆ ଏବଂ ନବୀକରଣ ଯୋଗ୍ୟ ଶକ୍ତି ଉପରେ ଆଲୋଚନା  ହେବ । ଏହି ଶକ୍ତି ମନ୍ତ୍ରୀ ସମ୍ମିଳନୀରେ ଯୋଗ ଦେବାକୁ ଓଡ଼ିଶାରୁ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ସୋମବାରରୁ  ପାଟନାରେ ପହଞ୍ଚିଛନ୍ତି । ସେଠାରେ ପହଞ୍ଚିବା  ପରେ ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ କେନ୍ଦ୍ର ନୂତନ ଓ ନବୀକରଣ ଯୋଗ୍ୟ ଶକ୍ତି ମନ୍ତ୍ରୀ  ପ୍ରହଲ୍ଲାଦ ଯୋଶୀଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଏଥି ସହ ବିହାରର ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ, ବିଜୟ  କୁମାର ସିହ୍ନାଙ୍କ ସହ ମଧ୍ୟ ସୌଜନ୍ୟମୂଳକ  ସାକ୍ଷାତ କରିଥିବା ସୂଚନା ମିଳିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.