ପ୍ରମୂଖ ଖବର
  • ଭାରତ ପାଇଁ ଐତିହାସିକ ଦିନ, ଲଞ୍ଚ ହେଲା ଆକ୍ସିଓମ୍‌ -୪ ମିଶନ୍‌, ମହାକାଶ ଗଲେ ଶୁଭାଂଶୁ ଶୁକ୍ଲା
  • ||
  • ଅନୁଗୁଳ : ହାତୀସ୍କ୍ଵାଡ୍ କର୍ମଚାରୀଙ୍କୁ କଚାଡି ମାରିଲା ହାତୀ, କ୍ଷତିପୂରଣ ଦାବି
  • ||
  • ବୌଦ୍ଧ : ବାର୍‌ହା ମାଂସ ଖାଇ ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରିବା ପଡ଼ିଲା ମହଙ୍ଗା, ଯୁବକ ଗିରଫ
  • ||
  • ଆକ୍ସିଅମ୍-୪ ମିଶନ୍, ଆଜି ମହାକାଶକୁ ଯିବେ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳା
  • ||
  • ବାଲେଶ୍ୱର : ଦିନକ ପରେ ହୋଇଥାନ୍ତା ବାହାଘର, ଟ୍ରକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ
  • ||
  • ୨୮ ଯାଏଁ ରାଜ୍ୟରେ ବଡ଼ ବର୍ଷା, ଆଜି ପାଇଁ ୩ ଜିଲ୍ଲାକୁ ଆଲର୍ଟ
  • ||

ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଶୁ ଆରୋଗ୍ୟ କାମନା, ମନ୍ଦିରରେ ଦୀପ ପ୍ରଦାନ

Published By : Gurupada Nath | June 22, 2025 4:56 PM

ସଇଁତଳା, ୨୨/୬ : ବାଲାଙ୍ଗୀର ଜିଲ୍ଲା ସଇଁତଳା ବ୍ଲକ ବିଜୁ ଜନତା ଦଳ ପକ୍ଷରୁ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ରାଜ୍ୟ ସଭାପତି ନବୀନ ପଟ୍ଟନାୟକ ଅପରେସନ ପାଇଁ ମୁମ୍ବାଇର ଏକ ଘରୋଇ ହସ୍ପିଟାଲରେ ରହିଛନ୍ତି । ଏଣୁ ଆଜି ବିଜୁ ଜନତା ଦଳ ପକ୍ଷରୁ ବିଭିନ୍ନ ମନ୍ଦିରରେ ତାଙ୍କ ଜୀବନ ମଙ୍ଗଳମୟ ହେଉ ବୋଲି ପ୍ରାର୍ଥନା କରିବା ସହ ଦୀପ ପ୍ରଦାନ କରାଯାଇଛି । ସ୍ଥାନୀୟ ସଇଁତଲା ଚଣ୍ଡୀ ମନ୍ଦିରରେ ପୂର୍ଵତନ ମନ୍ତ୍ରୀ ସୁରେନ୍ଦ୍ର ସିଂହ ଭୋଇ ଯୋଗଦେଇ ଦୀପ ପ୍ରଜ୍ବଳନ   କରିଥିଲେ। ଏହି କାର୍ଯ୍ୟକ୍ରମରେ ବିଜୁ ଜନତା ଦଳର ଶହ ଶହ କର୍ମୀ ଉପସ୍ଥିତ ଥିଲେ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.