ପ୍ରମୂଖ ଖବର
  • ଭାରତ ପାଇଁ ଐତିହାସିକ ଦିନ, ଲଞ୍ଚ ହେଲା ଆକ୍ସିଓମ୍‌ -୪ ମିଶନ୍‌, ମହାକାଶ ଗଲେ ଶୁଭାଂଶୁ ଶୁକ୍ଲା
  • ||
  • ଅନୁଗୁଳ : ହାତୀସ୍କ୍ଵାଡ୍ କର୍ମଚାରୀଙ୍କୁ କଚାଡି ମାରିଲା ହାତୀ, କ୍ଷତିପୂରଣ ଦାବି
  • ||
  • ବୌଦ୍ଧ : ବାର୍‌ହା ମାଂସ ଖାଇ ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରିବା ପଡ଼ିଲା ମହଙ୍ଗା, ଯୁବକ ଗିରଫ
  • ||
  • ଆକ୍ସିଅମ୍-୪ ମିଶନ୍, ଆଜି ମହାକାଶକୁ ଯିବେ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳା
  • ||
  • ବାଲେଶ୍ୱର : ଦିନକ ପରେ ହୋଇଥାନ୍ତା ବାହାଘର, ଟ୍ରକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ
  • ||
  • ୨୮ ଯାଏଁ ରାଜ୍ୟରେ ବଡ଼ ବର୍ଷା, ଆଜି ପାଇଁ ୩ ଜିଲ୍ଲାକୁ ଆଲର୍ଟ
  • ||

ବିଶ୍ୱ ପାରା ଆଥଲେଟିକ୍ସ ଚାମ୍ପିଅନସିପ୍‌: ବ୍ରାଣ୍ଡ ଆମ୍ୱାସଡର କଙ୍ଗନା

Published By : Harapriya Sethi | June 19, 2025 8:35 AM

ନୂଆଦିଲ୍ଲୀ, ୧୯/୦୬: ଆସନ୍ତା ସେପ୍ଟେମ୍ବର ୨୭ରୁ ଅକ୍ଟୋବର ୫ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବ ନୂଆଦିଲ୍ଲୀ-୨୦୨୫ ବିଶ୍ୱ ପାରା ଆଥଲେଟିକ୍ସ ଚାମ୍ପିଅନସିପ୍‌ । ପ୍ରଥମ ଥର ଏହି ପ୍ରତିଯୋଗିତା ଭାରତରେ ଆୟୋଜିତ ହେବାକୁ ଯାଉଛି । ଆୟୋଜକ ବଲିଉଡ୍‌ ଅଭିନେତ୍ରୀ ତଥା ସାଂସଦ କଙ୍ଗନା ରାନାୱତଙ୍କୁ ପ୍ରତିଯୋଗିତାର ବ୍ରାଣ୍ଡ୍‌ ଆମ୍ବାସଡର ଘୋଷଣା କରିଛନ୍ତି । 

ଏହି ପ୍ରତିଯୋଗିତାରେ ୧୦୦ରୁ ଉର୍ଦ୍ଧ୍ୱ ଦେଶ ଭାଗ ନେବେ । ୧୮୬ଟି ପଦକ ଇଭେଣ୍ଟ ରହିଛି । ସେଥିରେ ପୁରୁଷରେ ୧୦୧, ମହିଳା ୮୪ ଓ ଗୋଟିଏ ମିକ୍ସଡ ଇଭେଣ୍ଟ ରଖାଯାଇଛି । ଗତ ସଂସ୍କରଣ ଜାପାନରେ ଆୟୋଜିତ ହୋଇଥିଲା । ୧୨ତମ ସଂସ୍କରଣ ଭାରତ ଆୟୋଜନ କରୁଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.