ପ୍ରମୂଖ ଖବର
  • ଭାରତ ପାଇଁ ଐତିହାସିକ ଦିନ, ଲଞ୍ଚ ହେଲା ଆକ୍ସିଓମ୍‌ -୪ ମିଶନ୍‌, ମହାକାଶ ଗଲେ ଶୁଭାଂଶୁ ଶୁକ୍ଲା
  • ||
  • ଅନୁଗୁଳ : ହାତୀସ୍କ୍ଵାଡ୍ କର୍ମଚାରୀଙ୍କୁ କଚାଡି ମାରିଲା ହାତୀ, କ୍ଷତିପୂରଣ ଦାବି
  • ||
  • ବୌଦ୍ଧ : ବାର୍‌ହା ମାଂସ ଖାଇ ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରିବା ପଡ଼ିଲା ମହଙ୍ଗା, ଯୁବକ ଗିରଫ
  • ||
  • ଆକ୍ସିଅମ୍-୪ ମିଶନ୍, ଆଜି ମହାକାଶକୁ ଯିବେ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳା
  • ||
  • ବାଲେଶ୍ୱର : ଦିନକ ପରେ ହୋଇଥାନ୍ତା ବାହାଘର, ଟ୍ରକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ
  • ||
  • ୨୮ ଯାଏଁ ରାଜ୍ୟରେ ବଡ଼ ବର୍ଷା, ଆଜି ପାଇଁ ୩ ଜିଲ୍ଲାକୁ ଆଲର୍ଟ
  • ||

ଯୁବକଙ୍କ ଆତ୍ମହତ୍ୟା, କାରଣ ଅସ୍ପଷ୍ଟ

Published By : Rasmita Pradhan | June 17, 2025 11:17 AM

କୁଜଙ୍ଗ,୧୭/୬ : ରଶି ଲଗାଇ ଯୁବକଙ୍କ ଆତ୍ମହତ୍ୟା। ବନ୍ଦ ଘରୁ ଝୁଲନ୍ତା ମୃତଦେହ ଉଦ୍ଧାର। ଜଗତସିଂହପୁର ଜିଲ୍ଲା କୁଜଙ୍ଗ ଥାନା ଅନ୍ତର୍ଗତ ସନ୍ତରା ଗ୍ରାମରେ ଏହି ଅଘଟଣ ଘଟିଛି। 

ସୂଚନାନୁଯାୟୀ, ମଙ୍ଗଳବାର ସକାଳେ ସନ୍ତରା ଗାଁର ପ୍ରଶାନ୍ତ ପରିଡ଼ାଙ୍କ ପୁଅ ଦୁର୍ଗାଦତ୍ତ ପରିଡ଼ାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ କୁଜଙ୍ଗ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି। ଅନଲାଇନ୍ ଗେମ୍ ଖେଳିବା ଯୋଗୁଁ ସେ ଆତ୍ମହତ୍ୟା କରିଥାଇ ପାରନ୍ତି ବୋଲି ପରିବାର ଲୋକ ସନ୍ଦେହ କରୁଛନ୍ତି।  


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.