ପ୍ରମୂଖ ଖବର
  • ମୋହନା : ଭାରସାମ୍ୟ ହରାଇ ଓଲଟିଲା ଅଟୋ, ୧୨ ଯାତ୍ରୀ ଆହତ
  • ||
  • ସୁନ୍ଦରଗଡ଼ : ଚଳନ୍ତା ଟ୍ରେଲରରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ଓ ହେଲପର୍‌
  • ||
  • ବ୍ରହ୍ମପୁର: CBI ଜାଲରେ EPFO ଅଧିକାରୀ, ଡିଜିଟାଲ୍‌ ଦସ୍ତଖତ ପାଇଁ ୧୦ ହଜାର ନେଲା ବେଳେ ଧରାପଡିଲେ
  • ||
  • ସମ୍ବଲପୁର ଜିଲ୍ଲା ଗୋବିନ୍ଦପୁର ଥାନା ଗଡ଼ପୋଷ ଫାଣ୍ଡି ଅଧିନ ମୁଣ୍ଡଲେଷା ଗାଁରେ ହତ୍ୟା, ସ୍ତ୍ରୀକୁ ହାଣିଦେଲା ନୃଶଂସ ସ୍ଵାମୀ
  • ||
  • କଟକ : ଟ୍ରକ୍‌ ପଛରେ ପିଟିହେଲା ବାଇକ୍‌, ଚାଳକ ମୃତ
  • ||
  • ବଲାଙ୍ଗୀର : ବିଦ୍ୟୁତ୍‌ ବିଭାଗର ଅବହେଳା, ଚାଷ ଜମିରୁ ୬ ଫୁଟ ଉଚ୍ଚରେ ଝୁଲୁଛି ଉଚ୍ଚ ସମ୍ପନ୍ନ ବିଦ୍ୟୁତ୍‌ ତାର
  • ||
  • କରିସ୍ମା କପୁରଙ୍କ ପୂର୍ବ ସ୍ୱାମୀ ସଞ୍ଜୟଙ୍କ ଦେହାନ୍ତ, ପୋଲୋ ଖେଳିବା ବେଳେ ହୃଦଘାତ
  • ||
  • ଇରାନ ଉପରେ ଇସ୍ରାଏଲ୍‌ର ଏୟାର ଷ୍ଟ୍ରାଇକ୍‌,ମିଲିଟାରୀ ଏବଂ ନ୍ୟୁକ୍ଲିୟର ବେସ୍ ନଷ୍ଟ,ଅନେକ ବୈଜ୍ଞାନିକ ଏବଂ କମାଣ୍ଡର ମୃତ
  • ||
  • ଭୁବନେଶ୍ୱର : ସାନିଟାରୀ ଦୋକାନରୁ ଲିଟ୍‌, ୨ ଲକ୍ଷ ଟଙ୍କାର ସାମଗ୍ରୀ ନେଇଗଲେ ଦୁର୍ବୃତ୍ତ
  • ||
  • ମୌସୁମୀ ପାଇଁ ରାଜ୍ୟରେ ପାଗ ଅନୁକୂଳ: ୬ ଦିନ ଯାଏ ପ୍ରବଳ ବର୍ଷା ସମ୍ଭାବନା, ୧୫ରୁ ଅଧିକ ବର୍ଷା
  • ||

ଘରେ ବସିଥିବା ବେଳେ ବଜ୍ରପାତରେ ଚାଲିଗଲା ଯୁବକଙ୍କ ଜୀବନ

Published By : Suraj Kumar | May 26, 2025 8:36 PM

ବ୍ରଜରାଜନଗର,୧୬।୫ :  ଝାରସୁଗୁଡା ଜିଲ୍ଲା ବ୍ରଜରାଜନଗର ଥାନା ଗାନ୍ଧୀ ଛକ ଫାଣ୍ଡି ଅନ୍ତର୍ଗତ ରାଜପୁର ପଞ୍ଚାୟତ ଖଡ଼ିଆ ପଡାରେ ସୋମବାର ବଜ୍ରାଘାତରେ ଯୁବକଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ ସୀତାରାମ୍ ଧୁରୁଆ ।

ପରିବାର ସଦସ୍ୟଙ୍କ କହିବା ଅନୁସାରେ ସୀତାରାମ୍ ଅପରାହ୍ନରେ ଘର ଭିତରେ ବସିଥିଲେ।  ହଠାତ୍ ବଜ୍ରପାତ ହେବାରୁ ସେ ଟଳି ପଡିଥିଲେ। ତୁରନ୍ତ ତାଙ୍କୁ ରାଜପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ । ସେଠାରେ  ଡାକ୍ତର ମୃତ ଘୋଷାଣ କରିଥିଲେ।  ଗାନ୍ଧୀ ଛ କ ଫା ଣ୍ଡି ଅଧିକାରୀ ମଦନ ନାୟକ ଘଟଣା ସ୍ଥଳରେ ପହଂଚି ଏକ୍ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛନ୍ତି

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.